ଆଦି ପୁସ୍ତକ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଅନନ୍ତର ସଦାପ୍ରଭୁ ପରମେଶ୍ଵର କହିଲେ, ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା। Viz kapitolaଓଡିଆ ବାଇବେଲ18 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।” Viz kapitolaପବିତ୍ର ବାଇବଲ18 ଏହା ପରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମୁଁ ଦେଖି ପାରୁଛି ଯେ ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ମୁଁ ଆଉ ଜଣେ ଉପଯୁକ୍ତ ସହକାରିଣୀ ନିର୍ମାଣ କରିବି।” Viz kapitola |