Online Bible

- Reklamy -




ଆଦି ପୁସ୍ତକ 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏହି ରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।

Viz kapitola kopírovat

ଓଡିଆ ବାଇବେଲ

20 ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ

20 ମନୁଷ୍ୟ ବଡ଼ ପ୍ରାଣୀମାନଙ୍କର ନାମ, ଆକାଶରେ ଉଡ଼ୁଥିବା ପକ୍ଷୀ ଏବଂ ପ୍ରତ୍ୟେକ ଜୀବିତ ପ୍ରାଣୀଙ୍କର ନାମ ରଖିଲା। କିନ୍ତୁ ତା’ ଭିତରୁ କାହାକୁ ତାଙ୍କର ଅନୁରୂପ ସହକାରିଣୀ ଭାବେ ବାଛି ପାରି ନ ଥିଲା।

Viz kapitola kopírovat




ଆଦି ପୁସ୍ତକ 2:20

Následuj nás:

Reklamy


Reklamy