ଆଦି ପୁସ୍ତକ 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହୁଁ ଆଦମ କହିଲେ, ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହା ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି। Viz kapitolaଓଡିଆ ବାଇବେଲ23 ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।” Viz kapitolaପବିତ୍ର ବାଇବଲ23 ସେହି ମନୁଷ୍ୟ କହିଲା, “ସେ ମୋ’ ପରି, ତା'ର ହାଡ଼ ମୋର ହାଡ଼ରୁ ଆସିଛି। ତା'ର ଶରୀର ମୋର ଶରୀରରୁ ଆସିଛି। ଯେହେତୁ ସେ ନରଠାରୁ ଆସିଛି, ତାହାର ନାମ ‘ନାରୀ।’” Viz kapitola |