ଆଦି ପୁସ୍ତକ 20:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେତେବେଳେ ଅବ୍ରହାମ କହିଲେ, ଏ ଦେଶରେ ପରମେଶ୍ଵରଙ୍କ ପ୍ରତି କିଛି ଭୟ ନାହିଁ; ଏ ନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ। Viz kapitolaଓଡିଆ ବାଇବେଲ11 ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏ ନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ। Viz kapitolaପବିତ୍ର ବାଇବଲ11 ଏହା ପରେ ଅବ୍ରହାମ କହିଲେ, “ଏଠାରେ କେହି ପରମେଶ୍ୱରଙ୍କୁ ଭୟ କରୁ ନାହିଁ ବୋଲି ମୁଁ ଜାଣିଲି। ମୁଁ ଭାବିଲି ଏଠାରେ କାଳେ କିଏ ମୋତେ ହତ୍ୟାକରି ସାରାକୁ ମୋ'ଠାରୁ ନେଇଯିବ। Viz kapitola |