Online Bible

- Reklamy -




ଆଦି ପୁସ୍ତକ 20:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ‘ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଯେତେବେଳେ ପରମେଶ୍ଵର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।

Viz kapitola kopírovat

ଓଡିଆ ବାଇବେଲ

13 ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ତୁମ୍ଭେ ମୋ’ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।”

Viz kapitola kopírovat

ପବିତ୍ର ବାଇବଲ

13 ପରମେଶ୍ୱର ମୋତେ ମୋର ପିତାଙ୍କ ଗୃହରୁ ଦୂରକୁ ଆଗେଇ ନେଲେ। ପରମେଶ୍ୱର ମୋତେ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ବୁଲାଇଲେ। ଏପରି ଯେତେବେଳେ ହେଲା ମୁଁ ସାରାକୁ କହିଲି, ‘ଦୟାକରି ମୋ’ ପାଇଁ ଏହା କର! ଆମ୍ଭେ ଯେଉଁଠାକୁ ଯିବା, ତୁମ୍ଭେ ଲୋକମାନଙ୍କୁ କହିବ ମୁଁ ତୁମ୍ଭର ଭାଇ।’”

Viz kapitola kopírovat




ଆଦି ପୁସ୍ତକ 20:13

Následuj nás:

Reklamy


Reklamy