ଆଦି ପୁସ୍ତକ 20:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହୁଁ ରାତ୍ରିକାଳରେ ପରମେଶ୍ଵର ସ୍ଵପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକି ତୁମ୍ଭେ ନେଇଅଛ, ତାହାର ସ୍ଵାମୀ ଅଛି। Viz kapitolaଓଡିଆ ବାଇବେଲ3 ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।” Viz kapitolaପବିତ୍ର ବାଇବଲ3 କିନ୍ତୁ ଏକ ରାତିରେ, ପରମେଶ୍ୱର ଅବିମେଲକକୁ ସ୍ୱପ୍ନରେ କହିଲେ, “ତୁମ୍ଭେ ମରିବ, ତୁମ୍ଭେ ଯେଉଁ ସ୍ତ୍ରୀଲୋକକୁ ଆଣିଛ ସେ ବିବାହିତା।” Viz kapitola |