ଆଦି ପୁସ୍ତକ 20:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତେବେ ପରମେଶ୍ଵର ସ୍ଵପ୍ନ ଯୋଗେ ତାହାକୁ କହିଲେ, ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାକୁ ସ୍ପର୍ଶ କରିବାକୁ ତୁମ୍ଭକୁ ଦେଲୁ ନାହିଁ। Viz kapitolaଓଡିଆ ବାଇବେଲ6 ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ। Viz kapitolaପବିତ୍ର ବାଇବଲ6 ଏହା ପରେ ପରମେଶ୍ୱର ଅବିମେଲକକୁ ସ୍ୱପ୍ନରେ କହିଲେ, “ହଁ, ମୁଁ ଜାଣେ ତୁମ୍ଭେ ନିର୍ଦ୍ଦୋଷ। ତେଣୁ ମୁଁ ତୁମ୍ଭକୁ ରକ୍ଷା କଲି। ମୁଁ ତୁମ୍ଭକୁ ମୋ’ ବିରୁଦ୍ଧରେ ପାପ କରିବାକୁ ଦେବି ନାହିଁ। ମୁଁ ତୁମ୍ଭକୁ ତାଙ୍କ ସହିତ ସହବାସ କରିବାକୁ ଦେଇ ନ ଥିଲି। Viz kapitola |