ଆଦି ପୁସ୍ତକ 21:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକଙ୍କୁ ଛାଡ଼ିଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକକୁ ଛାଡ଼ି ଦେଲା। Viz kapitolaଓଡିଆ ବାଇବେଲ15 ପୁଣି, କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକଙ୍କୁ ଛାଡ଼ି ଦେଲା। Viz kapitolaପବିତ୍ର ବାଇବଲ15 ଯେତେବେଳେ ସମସ୍ତ ପାଣି ଶେଷ ହୋଇଗଲା ସେତେବେଳେ ହାଗାର ତା'ର ପୁତ୍ରକୁ ଏକ ବୁଦା ତଳେ ରଖିଲା। Viz kapitola |