ଆଦି ପୁସ୍ତକ 21:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, “ବାଳକର ମରଣ ମୁଁ ଦେଖିବି ନାହିଁ।” ପୁଣି, ସେ ତାହା ଆଗରେ ବସି ଉଚ୍ଚସ୍ୱରରେ ରୋଦନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, ବାଳକର ମରଣ ମୁଁ ଦେଖିବି ନାହିଁ। ପୁଣି ସେ ତାହା ଆଗରେ ବସି ଉଚ୍ଚ ସ୍ଵରରେ ରୋଦନ କଲା। Viz kapitolaଓଡିଆ ବାଇବେଲ16 ପୁଣି, ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, “ବାଳକର ମରଣ ମୁଁ ଦେଖିବି ନାହିଁ।” ପୁଣି, ସେ ତାହା ଆଗରେ ବସି ଉଚ୍ଚ ସ୍ୱରରେ ରୋଦନ କଲା। Viz kapitolaପବିତ୍ର ବାଇବଲ16 ହାଗାର ସେଠାରୁ କିଛି ଦୂରକୁ ଗଲା, ସେତେ ଦୂର ଯେତେ ଦୂର ଗୋଟିଏ ଧନୁରୁ ଶର ମାରିଲେ ଯାଏ। ସେଠାରେ ସେ ଯାଇ ବସି ପଡ଼ିଲା। ହାଗାର ତା'ର ପିଲାଟି ମୃତ୍ୟୁବରଣ କରୁଥିବାର ଦେଖିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସେଠାରେ କ୍ରନ୍ଦନ କଲା। Viz kapitola |