ଆଦି ପୁସ୍ତକ 21:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଅନନ୍ତର ପରମେଶ୍ଵର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା। Viz kapitolaଓଡିଆ ବାଇବେଲ20 ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା। Viz kapitolaପବିତ୍ର ବାଇବଲ20 ପରମେଶ୍ୱରଙ୍କର ଦୟାରୁ ସେହି ବାଳକ ବଡ଼ ହେଲା। ଇଶ୍ମାଏଲ ମରୁଭୂମିରେ ବାସକଲା ଏବଂ ଏକ ଶିକାରୀ ହେଲା। ସେ ଧନୁ ମାରିବା ନିପୁଣଭାବରେ ଶିକ୍ଷା କଲା। Viz kapitola |