ଆଦି ପୁସ୍ତକ 21:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେ ପାରଣ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେ ପାରଣ୍ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ ଦେଲା। Viz kapitolaଓଡିଆ ବାଇବେଲ21 ସେ ପାରଣ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ କଲା। Viz kapitolaପବିତ୍ର ବାଇବଲ21 ତା'ର ମା ତା’ ପାଇଁ ଏକ ସ୍ତ୍ରୀ ମିଶରରେ ଠିକ୍ କଲା। ସେମାନେ ପାରଣ ନାମକ ମରୁଭୂମିରେ ବାସ କଲେ। Viz kapitola |