ଆଦି ପୁସ୍ତକ 21:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, ପରମେଶ୍ଵର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି। Viz kapitolaଓଡିଆ ବାଇବେଲ22 ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି। Viz kapitolaପବିତ୍ର ବାଇବଲ22 ଏହା ପରେ ଅବିମେଲକ ଏବଂ ଫୀଖୋଲ୍ ନାମକ ଅବ୍ରହାମଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ପ୍ରତ୍ୟେକ କାର୍ଯ୍ୟରେ ସହାୟ ଅଟନ୍ତି। Viz kapitola |