ଆଦି ପୁସ୍ତକ 21:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏଥିଉତ୍ତାରେ ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଅନନ୍ତର ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନ; ପରମେଶ୍ଵର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। Viz kapitolaଓଡିଆ ବାଇବେଲ33 ଏଥିଉତ୍ତାରେ ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। Viz kapitolaପବିତ୍ର ବାଇବଲ33 ଅବ୍ରହାମ ଏକ ବିଶେଷ ଗଛ ସେଠାରେ ରୋପଣ କଲେ। ସେହି ସ୍ଥାନରେ ଅବ୍ରହାମ ଅନାଦି ଅନନ୍ତ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ। Viz kapitola |