Online Bible

- Reklamy -




ଆଦି ପୁସ୍ତକ 22:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, ହେ ଅବ୍ରହାମ, ହେ ଅବ୍ରହାମ; ତହିଁରେ ସେ କହିଲେ, ଦେଖନ୍ତୁ, ମୁଁ ଏଠାରେ।

Viz kapitola kopírovat

ଓଡିଆ ବାଇବେଲ

11 ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ !” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”

Viz kapitola kopírovat

ପବିତ୍ର ବାଇବଲ

11 କିନ୍ତୁ ଏହା ପରେ ସଦାପ୍ରଭୁଙ୍କର ଦୂତ ସ୍ୱର୍ଗରୁ ଅବ୍ରହାମଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ଅବ୍ରହାମ ଉତ୍ତର ଦେଲେ, “ହଁ ପ୍ରଭୁ!”

Viz kapitola kopírovat




ଆଦି ପୁସ୍ତକ 22:11

Následuj nás:

Reklamy


Reklamy