Online Bible

- Reklamy -




ଆଦି ପୁସ୍ତକ 22:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ସେ କହିଲେ, ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ଵରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।

Viz kapitola kopírovat

ଓଡିଆ ବାଇବେଲ

12 ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”

Viz kapitola kopírovat

ପବିତ୍ର ବାଇବଲ

12 ସଦାପ୍ରଭୁଙ୍କର ଦୂତ ଅବ୍ରହାମଙ୍କୁ କହିଲେ, “ତୁମ୍ଭର ପୁତ୍ରକୁ ହତ୍ୟା କର ନାହିଁ କି କିଛି ଆଘାତ କର ନାହିଁ। ବର୍ତ୍ତମାନ ମୁଁ ଦେଖି ପାରୁଛି ଯେ, ତୁମ୍ଭେ ପରମେଶ୍ୱରଙ୍କୁ ସମ୍ମାନ କରୁଛ ଏବଂ ତାଙ୍କର ଆଜ୍ଞା ମାନି ଚଳୁଛ। କାରଣ ତୁମ୍ଭେ ତୁମ୍ଭର ଏକମାତ୍ର ପୁତ୍ରକୁ ମୋ’ ସକାଶେ ଉତ୍ସର୍ଗ କରିବାକୁ କୁଣ୍ଠାବୋଧ କରି ନାହଁ।”

Viz kapitola kopírovat




ଆଦି ପୁସ୍ତକ 22:12

Následuj nás:

Reklamy


Reklamy