ଆଦି ପୁସ୍ତକ 22:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି ଦୁହେଁ ଏକତ୍ର ଚାଲିଗଲେ। Viz kapitolaଓଡିଆ ବାଇବେଲ6 ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ। Viz kapitolaପବିତ୍ର ବାଇବଲ6 ଅବ୍ରହାମ ତାଙ୍କ ପୁତ୍ରର କାନ୍ଧରେ ହୋମବଳି ନିମନ୍ତେ କାଠ ରଖିଲେ ଏବଂ ନିଜେ ଏକ ସ୍ୱତନ୍ତ୍ର ଛୁରୀ ଏବଂ ନିଆଁ ନେଇ ଗଲେ। ଏହା ପରେ ଦୁଇଜଣ ଏକତ୍ର ହୋଇଗଲେ। Viz kapitola |