ଆଦି ପୁସ୍ତକ 23:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରି ଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହେତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ଵାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରିଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ। Viz kapitolaଓଡିଆ ବାଇବେଲ16 ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରିଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ। Viz kapitolaପବିତ୍ର ବାଇବଲ16 ଅବ୍ରହାମ ବୁଝି ପାରିଲେ ଯେ ଇଫ୍ରୋଣ ଜମିର ମୂଲ୍ୟ ବିଷୟରେ କଥା କହୁଛି। ତେଣୁ ଅବ୍ରହାମ ତାଙ୍କୁ ଜମିର ମୂଲ୍ୟ ଦେଲେ। ଯାହା ହେତୀୟମାନଙ୍କର ଥିଲା। ଅବ୍ରହାମ ଅଢ଼େଇ ପାଉଣ୍ଡ ରୂପା ସମସ୍ତଙ୍କ ସମ୍ମୁଖରେ ଇଫ୍ରୋଣକୁ ଦେଲେ। Viz kapitola |