ଆଦି ପୁସ୍ତକ 23:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହିସବୁରେ ହେତ୍ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏହି ସବୁରେ ହେତର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍, ତାହାର ନଗର-ଦ୍ଵାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ଵତ୍ଵାଧିକାର ସ୍ଥିର କରାଗଲା। Viz kapitolaଓଡିଆ ବାଇବେଲ18 ଏହି ସବୁରେ ହେତ୍ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା। Viz kapitola |