Online Bible

- Reklamy -




ଆଦି ପୁସ୍ତକ 23:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଅନନ୍ତର ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ୍।

Viz kapitola kopírovat

ଓଡିଆ ବାଇବେଲ

19 ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ।

Viz kapitola kopírovat

ପବିତ୍ର ବାଇବଲ

19 ଏହା ପରେ ଅବ୍ରହାମ ମ‌କ୍‌ପେଲା କ୍ଷେତ୍ରସ୍ଥିତ ଗୁହାରେ ମମ୍ରିର ପାର୍ଶ୍ୱରେ ହେବ୍ରୋଣ ମଧ୍ୟରେ କିଣାନ ଦେଶରେ ନିଜର ସ୍ତ୍ରୀ ସାରାଙ୍କୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ଥିଲା।

Viz kapitola kopírovat




ଆଦି ପୁସ୍ତକ 23:19

Následuj nás:

Reklamy


Reklamy