ଆଦି ପୁସ୍ତକ 23:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠିଯାଇ ହେତ୍ର ସନ୍ତାନମାନଙ୍କୁ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)3 ଅନନ୍ତର ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତର ସନ୍ତାନମାନଙ୍କୁ କହିଲେ, Viz kapitolaଓଡିଆ ବାଇବେଲ3 ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତ୍ର ସନ୍ତାନମାନଙ୍କୁ କହିଲେ, Viz kapitolaପବିତ୍ର ବାଇବଲ3 ଏହା ପରେ ଅବ୍ରହାମ ସେହି ମୃତ ଦେହକୁ ଛାଡ଼ି ହେତରମାନଙ୍କୁ କହିଲେ। ସେ ସେମାନଙ୍କୁ କହିଲେ, Viz kapitola |