ଆଦି ପୁସ୍ତକ 23:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି। Viz kapitolaଓଡିଆ ବାଇବେଲ4 “ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋ’ ଦୃଷ୍ଟିର ଅଗୋଚରରେ ମୋ’ ମୃତକୁ କବର ଦେବି।” Viz kapitolaପବିତ୍ର ବାଇବଲ4 “ମୁଁ ତୁମ୍ଭମାନଙ୍କ ଦେଶରେ ଏକା ବିଦେଶୀ ଅଟେ। ମୋର ସ୍ତ୍ରୀକୁ କବର ଦେବା ପାଇଁ ସ୍ଥାନ ମୋର ନାହିଁ। ଦୟାକରି ମୋର ସ୍ତ୍ରୀ ପାଇଁ କବର ସ୍ଥାନରେ ମୋତେ ଅଧିକାର ଦିଅ।” Viz kapitola |