ଆଦି ପୁସ୍ତକ 24:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଅନନ୍ତର ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା। Viz kapitolaଓଡିଆ ବାଇବେଲ11 ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା। Viz kapitolaପବିତ୍ର ବାଇବଲ11 ଏହା ପରେ ସେ ନଗର ବାହାରେ ଥିବା ସେହି ସ୍ଥାନକୁ ଗଲେ, ଯେଉଁଠାକୁ କନ୍ୟାମାନେ ଜଳ ପାଇଁ କୂପ ନିକଟକୁ ଆସନ୍ତି। ନଗର ବାହାରେ ସେହି କୂପ ନିକଟରେ ଓଟମାନଙ୍କୁ ଆଣ୍ଠୁଆଇ ବସାଇଲେ। Viz kapitola |