Online Bible

- Reklamy -




ଆଦି ପୁସ୍ତକ 24:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଏହି ପ୍ରାର୍ଥନା କଲା, “ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ଵର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।

Viz kapitola kopírovat

ଓଡିଆ ବାଇବେଲ

12 ପୁଣି, “ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋ’ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋ’ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।

Viz kapitola kopírovat

ପବିତ୍ର ବାଇବଲ

12 ଦାସ ପ୍ରାର୍ଥନା କଲେ ଏବଂ କହିଲେ, “ହେ ସଦାପ୍ରଭୁ! ତୁମ୍ଭେ ମୋର ପ୍ରଭୁଙ୍କର ପରମେଶ୍ୱର। ମୋର ଜୀବନର ଲକ୍ଷ୍ୟ ସଫଳ କରାଇ, ମୋହର କର୍ତ୍ତା ଅବ୍ରହାମଙ୍କୁ ଦୟାକରି ଅନୁଗ୍ରହ କର।

Viz kapitola kopírovat




ଆଦି ପୁସ୍ତକ 24:12

Následuj nás:

Reklamy


Reklamy