ଆଦି ପୁସ୍ତକ 24:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ‘ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ,’ ଏହି କଥା କହିଲେ ସେହି କନ୍ୟା ଯଦି କହିବ, ‘ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି,’ ତେବେ ସେ ତୁମ୍ଭ ଦାସ ଇସ୍ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋʼ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ତୁମ୍ଭେ ଆପଣା କଳଶ ନୁଆଁଇ ମୋତେ ଜଳ ପାନ କରାଅ, ଏହି କଥା କହିଲେ ସେ ଯେବେ କହିବ, ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି, ତେବେ ସେ ତୁମ୍ଭ ଦାସ ଇସ୍ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋʼ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି। Viz kapitolaଓଡିଆ ବାଇବେଲ14 ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ, ଏହି କଥା କହିଲେ ସେହି କନ୍ୟା ଯଦି କହିବ, ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି, ତେବେ ସେ ତୁମ୍ଭ ଦାସ ଇସ୍ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋ’ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।” Viz kapitolaପବିତ୍ର ବାଇବଲ14 ମୁଁ ଅପେକ୍ଷା କଲି ତୁମ୍ଭର ଚିହ୍ନ ପାଇଁ କିଏ ଇସ୍ହାକର ସ୍ତ୍ରୀ ହେବ। ମୁଁ ସେହି ଝିଅକୁ କହିବି ‘ଦୟାକରି ତୁମ୍ଭର ପାତ୍ର ମୋ’ ଆଡ଼କୁ ତଳମୁହାଁ କର। ଯେପରି ମୁଁ ପାଣି ପିଇ ପାରିବି।’ ମୁଁ ଜାଣି ପାରିବି ସେହି ହେଉଛି ଉପଯୁକ୍ତ ପାତ୍ରୀ ଯିଏ କହିବ, ‘ପାଣି ପିଅ ଏବଂ ମୁଁ ତୁମ୍ଭର ଓଟମାନଙ୍କୁ ମଧ୍ୟ ପାଣି ଦେବି।’ ଯଦି ଏହିପରି ହୁଏ, ତେବେ ମୁଁ ଜାଣିବି ସେ ହେଉଛି ଇସ୍ହାକ ପାଇଁ ଉପଯୁକ୍ତ କନ୍ୟା। ଏବଂ ମୁଁ ଜାଣିବି ତୁମ୍ଭେ ମୋର ମୁନିବଙ୍କ ଉପରେ ଦୟା କଲ।” Viz kapitola |