Online Bible

- Reklamy -




ଆଦି ପୁସ୍ତକ 24:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍‍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳଶ ଘେନି ବାହାରି ଆସିଲା।

Viz kapitola kopírovat

ଓଡିଆ ବାଇବେଲ

15 ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍‍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।

Viz kapitola kopírovat

ପବିତ୍ର ବାଇବଲ

15 ଏହା ପରେ ଦାସଟିର ପ୍ରାର୍ଥନା ସରିବା ପୂର୍ବରୁ ଜଣେ ଯୁବତୀ ରିବିକା କୂଅ ନିକଟକୁ ଆସିଲେ। ରିବିକା ଥିଲେ, ବଥୂୟେଲର ଝିଅ। ବଥୂୟେଲ ମି‌ଲ୍‌କାର ପୁତ୍ର ଥିଲେ, ଯିଏ କି ଅବ୍ରହାମଙ୍କର ଭାଇ ନାହୋର ସହିତ ବିବାହ କରିଥିଲେ। ରିବିକା ପାଣିପାତ୍ର କାନ୍ଧରେ ଥୋଇ କୂଅ ନିକଟକୁ ଆସିଲେ।

Viz kapitola kopírovat




ଆଦି ପୁସ୍ତକ 24:15

Následuj nás:

Reklamy


Reklamy