ଆଦି ପୁସ୍ତକ 24:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା, ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା, Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା, ପୁଣି ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା, Viz kapitolaଓଡିଆ ବାଇବେଲ30 ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, “ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା,” ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା, Viz kapitola |