ଆଦି ପୁସ୍ତକ 24:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 “ହେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ହେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି। Viz kapitolaଓଡିଆ ବାଇବେଲ31 “ହେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।” Viz kapitolaପବିତ୍ର ବାଇବଲ31 ଲାବନ କହିଲେ, “ଭିତରକୁ ଆସ, ସଦାପ୍ରଭୁ ତୁମ୍ଭଙ୍କୁ ଆଶୀର୍ବାଦ କରିଛନ୍ତି। ତୁମ୍ଭର ବାହାରେ ଠିଆ ହେବା ଦରକାର ନାହିଁ। ମୁଁ ତୁମ୍ଭ ପାଇଁ ଏବଂ ତୁମ୍ଭର ଓଟ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିଅଛି।” Viz kapitola |