ଆଦି ପୁସ୍ତକ 24:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)32 ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି ତାହାର ଓ ତାହାର ସଙ୍ଗୀମାନଙ୍କର ପାଦପ୍ରକ୍ଷାଳନ ନିମନ୍ତେ ଜଳ ଦେଲା। Viz kapitolaଓଡିଆ ବାଇବେଲ32 ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା। Viz kapitolaପବିତ୍ର ବାଇବଲ32 ତେଣୁ ଅବ୍ରହାମଙ୍କର ଦାସ ଗୃହକୁ ଗଲେ। ଲାବନ ଓଟମାନଙ୍କର ସାଜ ଓହ୍ଲାଇବା ପାଇଁ ସାହାଯ୍ୟ କଲେ ଏବଂ ସେମାନଙ୍କ ପାଇଁ ଖାଇବାକୁ ନଡ଼ା ଦେଲେ। ସେ ଭୃତ୍ୟମାନଙ୍କୁ ତାଙ୍କ ସହିତ ଥିବା ଅନ୍ୟ ଲୋକମାନଙ୍କୁ ପାଣି ଦେଲେ। ଯଦ୍ଦ୍ୱାରା କି ସେମାନେ ପାଦ ଧୋଇବେ। Viz kapitola |