ଆଦି ପୁସ୍ତକ 24:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ‘ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଯଦି ମୋହର କୃତ ଯାତ୍ରା ସଫଳ କର, Viz kapitolaପବିତ୍ର ବାଇବଲ (Re-edited) - (BSI)42 ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ଵର, ତୁମ୍ଭେ ଯେବେ ମୋହର କୃତ ଯାତ୍ରା ସଫଳ କର, Viz kapitolaଓଡିଆ ବାଇବେଲ42 ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଯଦି ମୋହର କୃତ ଯାତ୍ରା ସଫଳ କର, Viz kapitolaପବିତ୍ର ବାଇବଲ42 “ଆଜି ଏହି କୂପ ନିକଟକୁ ଆସିଲି ଏବଂ କହିଲି, ‘ସଦାପ୍ରଭୁ ପରମେଶ୍ୱର ମୋର ପ୍ରଭୁ ଅବ୍ରହାମଙ୍କର ପରମେଶ୍ୱର, ଦୟାକରି ମୋର ଯାତ୍ରା ସଫଳ କରାଅ। Viz kapitola |