ଆଦି ପୁସ୍ତକ 24:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, ‘ତୁମ୍ଭେ କାହାର କନ୍ୟା?’ ତହିଁରେ ସେ କହିଲା, ‘ନାହୋରର ଔରସରେ ମିଲ୍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।’ ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି। Viz kapitolaପବିତ୍ର ବାଇବଲ (Re-edited) - (BSI)47 ଅନନ୍ତର ମୁଁ ତାହାକୁ ପଚାରିଲି, ତୁମ୍ଭେ କାହାର କନ୍ୟା? ତହିଁରେ ସେ କହିଲା, ନାହୋରର ଔରସରେ ମିଲ୍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା। ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି। Viz kapitolaଓଡିଆ ବାଇବେଲ47 ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, “ତୁମ୍ଭେ କାହାର କନ୍ୟା ?” ତହିଁରେ ସେ କହିଲା, “ନାହୋରର ଔରସରେ ମିଲ୍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।” ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି। Viz kapitolaପବିତ୍ର ବାଇବଲ47 ତା'ପରେ ମୁଁ ପଗ୍ଭରିଲି, ‘ତୁମ୍ଭର ପିତା କିଏ?’ ସେ ଉତ୍ତର ଦେଲେ, ‘ବଥୂୟେଲ ମୋର ପିତା।’ ଏହା ପରେ ମୁଁ ତାଙ୍କୁ ବଳା ଓ ନଥ ଦେଲି। Viz kapitola |