ଆଦି ପୁସ୍ତକ 24:56 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 ମାତ୍ର ସେ ସେମାନଙ୍କୁ କହିଲା, “ମୋତେ ବିଳମ୍ବ କରାଅ ନାହିଁ, ଯେହେତୁ ସଦାପ୍ରଭୁ ମୋହର ଯାତ୍ରା ସଫଳ କଲେ; ଏବେ ନିଜ କର୍ତ୍ତାଙ୍କ ନିକଟକୁ ଯିବା ପାଇଁ ମୋତେ ବିଦାୟ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)56 ମାତ୍ର ସେ ସେମାନଙ୍କୁ କହିଲା, ମୋତେ ବିଳମ୍ଵ କରାଅ ନାହିଁ, ଯେହେତୁ ସଦାପ୍ରଭୁ ମୋହର ଯାତ୍ରା ସଫଳ କଲେ; ଏବେ ନିଜ କର୍ତ୍ତାଙ୍କ ନିକଟକୁ ଯିବା ପାଇଁ ମୋତେ ବିଦାୟ କର। Viz kapitolaଓଡିଆ ବାଇବେଲ56 ମାତ୍ର ସେ ସେମାନଙ୍କୁ କହିଲା, “ମୋତେ ବିଳମ୍ବ କରାଅ ନାହିଁ, ଯେହେତୁ ସଦାପ୍ରଭୁ ମୋହର ଯାତ୍ରା ସଫଳ କଲେ; ଏବେ ନିଜ କର୍ତ୍ତାଙ୍କ ନିକଟକୁ ଯିବା ପାଇଁ ମୋତେ ବିଦାୟ କର।” Viz kapitolaପବିତ୍ର ବାଇବଲ56 କିନ୍ତୁ ସେହି ଦାସ କହିଲେ, “ମୋତେ ଅପେକ୍ଷା କରିବାକୁ କୁହ ନାହିଁ। ସଦାପ୍ରଭୁ ମୋର ଯାତ୍ରା ସଫଳ କରିଅଛନ୍ତି। ବର୍ତ୍ତମାନ ମୋତେ ମୋର କର୍ତ୍ତାଙ୍କ ଗୃହକୁ ଫେରିବାକୁ ଦିଅ।” Viz kapitola |