ଆଦି ପୁସ୍ତକ 24:65 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT65 ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)65 ପୁଣି ସେ ସେହି ଦାସକୁ ପଚାରିଲା, ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ? ତହିଁରେ ଦାସ ଉତ୍ତର କଲା, ସେ ମୋହର ପ୍ରଭୁ; ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା। Viz kapitolaଓଡିଆ ବାଇବେଲ65 ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା। Viz kapitolaପବିତ୍ର ବାଇବଲ65 ରିବିକା ଦାସକୁ କହିଲେ, “ଆମ୍ଭମାନଙ୍କୁ ଦେଖି ସାକ୍ଷାତ କରିବାକୁ ଆସୁଥିବା ଯୁବକ କିଏ?” ଦାସଟି ଉତ୍ତର ଦେଲେ, “ସେ ହେଉଛନ୍ତି ମୋର କର୍ତ୍ତା।” ତେଣୁ ରିବିକା ମୁହଁକୁ ନିଜର ଓଢ଼ଣାରେ ଆଚ୍ଛାଦନ କଲେ। Viz kapitola |