Online Bible

- Reklamy -




ଆଦି ପୁସ୍ତକ 24:67 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

67 ସେତେବେଳେ ଇସ୍‌ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ବୁକୁ ଘେନିଯାଇ ତାହାକୁ ବିବାହ କଲା; ପୁଣି, ସେ ତାହାକୁ ପ୍ରେମ କଲା। ତହିଁରେ ଇସ୍‌ହାକ ମାତୃମରଣ ଶୋକରୁ ସାନ୍ତ୍ୱନା ପାଇଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

67 ସେତେବେଳେ ଇସ୍‍ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ଵୁକୁ ଘେନି ଯାଇ ତାହାକୁ ବିବାହ କଲା; ପୁଣି ସେ ତାହାକୁ ପ୍ରେମ କଲା। ତହିଁରେ ଇସ୍‍ହାକ ମାତୃମରଣ ଶୋକରୁ ସାନ୍ତ୍ଵନା ପାଇଲା।

Viz kapitola kopírovat

ଓଡିଆ ବାଇବେଲ

67 “ସେତେବେଳେ ଇସ୍‍ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ବୁକୁ ଘେନି ଯାଇ ତାହାକୁ ବିବାହ କଲା; ପୁଣି, ସେ ତାହାକୁ ପ୍ରେମ କଲା।” ତହିଁରେ ଇସ୍‍ହାକ ମାତୃମରଣ ଶୋକରୁ ସାନ୍ତ୍ୱନା ପାଇଲା।

Viz kapitola kopírovat

ପବିତ୍ର ବାଇବଲ

67 ଏହା ପରେ ଇ‌ସ୍‌ହାକ ସେହି କନ୍ୟାକୁ ତାଙ୍କର ମାଙ୍କ ତମ୍ବୁକୁ ଆଣିଲେ। ସେହି ଦିନ ରିବିକା ଇ‌ସ୍‌ହାକର ସ୍ତ୍ରୀ ହେଲେ। ଇ‌ସ୍‌ହାକ ତାଙ୍କୁ ବହୁତ ପ୍ରେମ କଲେ। ତେଣୁ ଇ‌ସ୍‌ହାକ ତାଙ୍କର ମାଙ୍କର ମୃତ୍ୟୁପରେ ସାନ୍ତ୍ୱନା ପାଇଲେ।

Viz kapitola kopírovat




ଆଦି ପୁସ୍ତକ 24:67

Následuj nás:

Reklamy


Reklamy