Online Bible

- Reklamy -




ଆଦି ପୁସ୍ତକ 24:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 “ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋʼ ସଙ୍ଗେ ଆଳାପ କରିଅଛନ୍ତି, ‘ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି,’ ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋʼ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଯେହେତୁ ଯେଉଁ ସ୍ଵର୍ଗର ସଦାପ୍ରଭୁ ପରମେଶ୍ଵର ମୋତେ ପୈତୃକ ଗୃହ ଓ ଜନ୍ମଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋʼ ସଙ୍ଗେ ଆଳାପ କରିଅଛନ୍ତି, ପୁଣି ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି, ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋʼ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।

Viz kapitola kopírovat

ଓଡିଆ ବାଇବେଲ

7 ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋ’ ସଙ୍ଗେ ଆଳାପ କରିଅଛନ୍ତି, ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି, ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋ’ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।

Viz kapitola kopírovat

ପବିତ୍ର ବାଇବଲ

7 ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ମୋତେ ମୋର ଜନ୍ମ ସ୍ଥାନରୁ ମୋ’ ପିତାଙ୍କ ପରିବାର ଏଠାକୁ ଆଣିଛନ୍ତି। ସେହି ସ୍ଥାନ ମୋର ପରିବାରମାନଙ୍କ ପାଇଁ ମୋର ପିତା। କିନ୍ତୁ ସଦାପ୍ରଭୁ ପ୍ରତିଜ୍ଞା କରିଛନ୍ତି, ଏହି ଭୂମି ମୋର ପରିବାର ପାଇଁ ହେବ। ସଦାପ୍ରଭୁ ଜଣେ ତାଙ୍କ ଦୂତଙ୍କୁ ତୁମ୍ଭ ସହିତ ପଠାଇପାରନ୍ତି। ମୋର ପୁଅ ପାଇଁ ଏକ ସ୍ତ୍ରୀ ଖୋଜି ଆଣିବା ନିମନ୍ତେ।

Viz kapitola kopírovat




ଆଦି ପୁସ୍ତକ 24:7

Následuj nás:

Reklamy


Reklamy