ଆଦି ପୁସ୍ତକ 24:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯଦି ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋʼ ପୁତ୍ରକୁ ସେହି ଦେଶକୁ ନେଇଯିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯେବେ ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତା ନୋହିବ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋʼ ପୁତ୍ରକୁ ସେହି ଦେଶକୁ ନେଇ ଯିବ ନାହିଁ। Viz kapitolaଓଡିଆ ବାଇବେଲ8 ଯଦି ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋ’ ପୁତ୍ରକୁ ସେହି ଦେଶକୁ ନେଇ ଯିବ ନାହିଁ। Viz kapitolaପବିତ୍ର ବାଇବଲ8 କିନ୍ତୁ ଯଦି ସେହି ଝିଅ ତୁମ୍ଭ ସହିତ ଆସିବା ପାଇଁ ମନା କରେ, ତେବେ ତୁମ୍ଭେ ତୁମ୍ଭର ପ୍ରତିଜ୍ଞାରୁ ମୁକ୍ତ ହେବ। କିନ୍ତୁ ତୁମ୍ଭେ ମୋର ପୁତ୍ରକୁ ସେହି ସ୍ଥାନକୁ ନିଅ ନାହିଁ।” Viz kapitola |