Online Bible

- Reklamy -




ଆଦି ପୁସ୍ତକ 25:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏହି ସମସ୍ତେ ଇଶ୍ମାୟେଲର ସନ୍ତାନ, ପୁଣି, ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି-ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ୱାଦଶ ଅଧିପତି ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଏହି ସମସ୍ତେ ଇଶ୍ମାଏଲର ସନ୍ତାନ, ପୁଣି ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ଵାଦଶ ଅଧିପତି ଥିଲେ।

Viz kapitola kopírovat

ଓଡିଆ ବାଇବେଲ

16 ଏହି ସମସ୍ତେ ଇଶ୍ମାୟେଲର ସନ୍ତାନ, ପୁଣି, ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ୱାଦଶ ଅଧିପତି ଥିଲେ।

Viz kapitola kopírovat

ପବିତ୍ର ବାଇବଲ

16 ଏହି ସମସ୍ତେ ଇଶ୍ମାଏଲଙ୍କର ସନ୍ତାନ, ସେମାନଙ୍କର ଗ୍ରାମ ଓ ଛାଉଣି ସ୍ଥାନ ଥିଲା। ସେହି ବାର ଜଣ ତାଙ୍କ ଗୋତ୍ରର ରାଜକୁମାର ଥିଲେ।

Viz kapitola kopírovat




ଆଦି ପୁସ୍ତକ 25:16

Následuj nás:

Reklamy


Reklamy