ଆଦି ପୁସ୍ତକ 25:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଇଶ୍ମାଏଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା। Viz kapitolaଓଡିଆ ବାଇବେଲ17 ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା। Viz kapitolaପବିତ୍ର ବାଇବଲ17 ଇଶ୍ମାଏଲ 137 ବର୍ଷ ବଞ୍ଚିଲେ। ଏହା ପରେ ସେ ପ୍ରାଣତ୍ୟାଗ କଲେ। ସେ ତାଙ୍କ ପୂର୍ବପୁରୁଷଙ୍କ ସହିତ କବର ପ୍ରାପ୍ତ ହେଲେ। Viz kapitola |