Online Bible

- Reklamy -




ଆଦି ପୁସ୍ତକ 25:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, “ମୋହର ଏପରି କାହିଁକି ହେଲା? ଏପରି କି ହୋଇଥାଏ?” ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଅନନ୍ତର ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, ମୋହର ଏପରି କାହିଁକି ହେଲା? ଏପରି କି ହୋଇଥାଏ? ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।

Viz kapitola kopírovat

ଓଡିଆ ବାଇବେଲ

22 ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, ମୋହର ଏପରି କାହିଁକି ହେଲା ? ଏପରି କି ହୋଇଥାଏ ? ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।

Viz kapitola kopírovat

ପବିତ୍ର ବାଇବଲ

22 ଯେତେବେଳେ ରିବିକା ଗର୍ଭବତୀ ହେଲେ, ନିଜ ନିଜ ଭିତରେ ଶିଶୁମାନେ ଛନ୍ଦାଛନ୍ଦି ହେଲେ। ରିବିକା ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ମୋ’ ପ୍ରତି ଏପରି କାହିଁକି ଘଟିଲା?”

Viz kapitola kopírovat




ଆଦି ପୁସ୍ତକ 25:22

Následuj nás:

Reklamy


Reklamy