Online Bible

- Reklamy -




ଆଦି ପୁସ୍ତକ 25:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ତହିଁରେ ସଦାପ୍ରଭୁ ତାହାକୁ କହିଲେ, ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି ଜ୍ୟେଷ୍ଠ କନିଷ୍ଠର ସେବା କରିବ।

Viz kapitola kopírovat

ଓଡିଆ ବାଇବେଲ

23 ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”

Viz kapitola kopírovat

ପବିତ୍ର ବାଇବଲ

23 ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ। ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ। ପୁଣି ଜ୍ୟେଷ୍ଠ କନିଷ୍ଠର ସେବା କରିବ।”

Viz kapitola kopírovat




ଆଦି ପୁସ୍ତକ 25:23

Následuj nás:

Reklamy


Reklamy