ଆଦି ପୁସ୍ତକ 25:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ମାତ୍ର ଅବ୍ରହାମ ଉପପନିୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ। Viz kapitolaଓଡିଆ ବାଇବେଲ6 ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ। Viz kapitolaପବିତ୍ର ବାଇବଲ6 ଅବ୍ରହାମ ମୃତ୍ୟୁ ପୂର୍ବରୁ ସେ ଦାସୀମାନଙ୍କ ପୁତ୍ରଗଣଙ୍କୁ କିଛି ଉପହାର ଦେଲେ ଓ ସେହି ପୁତ୍ରଗଣଙ୍କୁ ପୂର୍ବ ଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ। ସେ ସେମାନଙ୍କୁ ଇସ୍ହାକଠାରୁ ଦୂରକୁ ପଠାଇଲେ। ତା'ପରେ ଅବ୍ରହାମ ତାଙ୍କର ସମସ୍ତ ସମ୍ପତ୍ତି ଇସ୍ହାକଙ୍କୁ ଦେଲେ। Viz kapitola |