Online Bible

- Reklamy -




ଆଦି ପୁସ୍ତକ 25:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଅନନ୍ତର ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁହୋଇ ପ୍ରାଣତ୍ୟାଗ କଲେ; ଆଉ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ।

Viz kapitola kopírovat

ଓଡିଆ ବାଇବେଲ

8 ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।

Viz kapitola kopírovat

ପବିତ୍ର ବାଇବଲ

8 ଏହା ପରେ ଅବ୍ରହାମ ଦୁର୍ବଳ ଦେଲେ ଓ ମୃତ୍ୟୁବରଣ କଲେ। ସେ ଅନେକ ବର୍ଷ ପର୍ଯ୍ୟନ୍ତ ବଞ୍ଚିଲେ। ସେ ଆପଣା ଲୋକମାନଙ୍କ ସହିତ କବର ପାଇଲେ।

Viz kapitola kopírovat




ଆଦି ପୁସ୍ତକ 25:8

Následuj nás:

Reklamy


Reklamy