ଆଦି ପୁସ୍ତକ 26:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହିଁରେ ଅବିମେଲକ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ। Viz kapitolaଓଡିଆ ବାଇବେଲ10 ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।” Viz kapitolaପବିତ୍ର ବାଇବଲ10 ଅବିମେଲକ କହିଲେ, “ତୁମ୍ଭେ ଆମ୍ଭକୁ ଖରାପ ବ୍ୟବହାର କଲ। ଯଦି କୌଣସି ଲୋକ ତୁମ୍ଭ ସ୍ତ୍ରୀ ସଙ୍ଗରେ ଅନାୟାସରେ ଶୟନ କରି ଥା’ନ୍ତା। ତାହାହେଲେ ସେ ପାପର ଭାଗୀଦାର ହୋଇଥା’ନ୍ତା।” Viz kapitola |