ଆଦି ପୁସ୍ତକ 26:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, “ଯେକେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଅନନ୍ତର ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, ଯେ କେହି ସେହି ମନୁଷ୍ୟକୁ କିଅବା ତାହାରଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ତ ଅବଶ୍ୟ ହେବ। Viz kapitolaଓଡିଆ ବାଇବେଲ11 ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, “ଯେ କେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।” Viz kapitolaପବିତ୍ର ବାଇବଲ11 ତେଣୁ ଅବିମେଲକ ସମସ୍ତ ଲୋକଙ୍କୁ ଚେତାବନି ଦେଇ କହିଲେ, “କୌଣସି ଲୋକ ସେହି ଲୋକ ଓ ତାଙ୍କର ସ୍ତ୍ରୀଙ୍କୁ ଛୁଇଁବ ନାହିଁ। ଯଦି କୌଣସି ଲୋକ ଏପରି କରେ ତେବେ ତାକୁ ମୃତ୍ୟୁଦଣ୍ଡ ଦିଆଯିବ।” Viz kapitola |