Online Bible

- Reklamy -




ଆଦି ପୁସ୍ତକ 26:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିଉତ୍ତାରେ ଅବିମେଲକ ଇସ୍‌ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଅନନ୍ତର ଅବିମେଲକ ଇସ୍‍ହାକଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ।

Viz kapitola kopírovat

ଓଡିଆ ବାଇବେଲ

16 ଏଥିଉତ୍ତାରେ ଅବିମେଲକ ଇସ୍‍ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ।”

Viz kapitola kopírovat

ପବିତ୍ର ବାଇବଲ

16 ଏହା ପରେ ଅବିମେଲକ ଇ‌ସ୍‌ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର। ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ବଳବାନ ହୋଇଅଛ।”

Viz kapitola kopírovat




ଆଦି ପୁସ୍ତକ 26:16

Následuj nás:

Reklamy


Reklamy