ଆଦି ପୁସ୍ତକ 26:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ଵର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ଲାଗି ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା। Viz kapitolaଓଡିଆ ବାଇବେଲ24 ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।” Viz kapitolaପବିତ୍ର ବାଇବଲ24 ସେହି ରାତ୍ରିରେ ସଦାପ୍ରଭୁ ଇସ୍ହାକଙ୍କୁ କହିଲେ, “ମୁଁ ତୁମ୍ଭର ପିତା ଅବ୍ରହାମଙ୍କର ପରମେଶ୍ୱର। ଭୟ କର ନାହିଁ, ମୁଁ ତୁମ୍ଭ ସହିତ ଅଛି। ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବି।” Viz kapitola |