ଆଦି ପୁସ୍ତକ 26:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହିଁରେ ସେମାନେ ଉତ୍ତର କଲେ, “ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ; Viz kapitolaପବିତ୍ର ବାଇବଲ (Re-edited) - (BSI)28 ତହିଁରେ ସେମାନେ ଉତ୍ତର କଲେ, ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ; Viz kapitolaଓଡିଆ ବାଇବେଲ28 ତହିଁରେ ସେମାନେ ଉତ୍ତର କଲେ, “ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ; Viz kapitolaପବିତ୍ର ବାଇବଲ28 ସେମାନେ ଉତ୍ତର ଦେଲେ, “ବର୍ତ୍ତମାନ ଆମ୍ଭେ ଜାଣିଲୁ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ଆମ୍ଭେ ଭାବିଲୁ ତୁମ୍ଭ ସହିତ ଏକ ଚୁକ୍ତି କରିବା। ଆମ୍ଭେ ଗ୍ଭହୁଁଛୁ ତୁମ୍ଭେ ଆମ୍ଭ ନିକଟରେ ପ୍ରତିଜ୍ଞା କର। Viz kapitola |