Online Bible

- Reklamy -




ଆଦି ପୁସ୍ତକ 26:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଥିଉତ୍ତାରେ ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି, ଇସ୍‌ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଅନନ୍ତର ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି ଇସ୍‍ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ।

Viz kapitola kopírovat

ଓଡିଆ ବାଇବେଲ

31 ଏଥିଉତ୍ତାରେ ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି, ଇସ୍‍ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ।

Viz kapitola kopírovat

ପବିତ୍ର ବାଇବଲ

31 ପରଦିନ ପ୍ରତ୍ୟୁଷରୁ ପ୍ରତ୍ୟେକ ଲୋକ ଶପଥ ଓ ପ୍ରତିଜ୍ଞା କଲେ। ଏହା ପରେ ସେମାନେ ଶାନ୍ତିରେ ଫେରିଲେ।

Viz kapitola kopírovat




ଆଦି ପୁସ୍ତକ 26:31

Následuj nás:

Reklamy


Reklamy