ଆଦି ପୁସ୍ତକ 26:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସେହି ଦିନ ଇସ୍ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)32 ସେହି ଦିନ ଇସ୍ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ଵାଦ ଦେଇ ତାଙ୍କୁ କହିଲେ, ଜଳ ପାଇଲୁ। Viz kapitolaଓଡିଆ ବାଇବେଲ32 ସେହି ଦିନ ଇସ୍ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।” Viz kapitolaପବିତ୍ର ବାଇବଲ32 ସେହି ଦିନ ଇସ୍ହାକଙ୍କର ଦାସମାନେ ଆସି କହିଲେ ଯେ ସେମାନେ ଏକ କୂପ ଖନନ କରିଛନ୍ତି। ଦାସମାନେ କହିଲେ, “ଆମ୍ଭେ ସେ କୂଅରୁ ପାଣି ବାହାର କରିଅଛୁ।” Viz kapitola |