ଆଦି ପୁସ୍ତକ 26:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ଵାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ। Viz kapitolaଓଡିଆ ବାଇବେଲ4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ। Viz kapitolaପବିତ୍ର ବାଇବଲ4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭ ବଂଶଦ୍ୱାରା, ପୃଥିବୀସ୍ଥ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ। Viz kapitola |