ଆଦି ପୁସ୍ତକ 26:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେଣୁ ଅବିମେଲକ ଇସ୍ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ‘ତୁମ୍ଭେ ତାହାକୁ ଆପଣା ଭଗିନୀ’ ବୋଲି କିପରି କହିଲ?” ସେତେବେଳେ ଇସ୍ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ତେଣୁ ଅବିମେଲକ ଇସ୍ହାକଙ୍କୁ ଡକାଇ କହିଲେ, ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ତୁମ୍ଭେ ତାହାକୁ ଆପଣା ଭଗିନୀ ବୋଲି କିପରି କହିଲ? ସେତେବେଳେ ଇସ୍ହାକ ଉତ୍ତର କଲେ, ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁ ହେବ। Viz kapitolaଓଡିଆ ବାଇବେଲ9 ତେଣୁ ଅବିମେଲକ ଇସ୍ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ତୁମ୍ଭେ ତାହାକୁ ଆପଣା ଭଗିନୀ ବୋଲି କିପରି କହିଲ ?” ସେତେବେଳେ ଇସ୍ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।” Viz kapitolaପବିତ୍ର ବାଇବଲ9 ଅବିମେଲକ ଇସ୍ହାକଙ୍କୁ ଡାକି କହିଲେ, “ସେହି ସ୍ତ୍ରୀଲୋକ ଜଣକ ତୁମ୍ଭର ସ୍ତ୍ରୀ। ସେ ତୁମ୍ଭର ଭଉଣୀ ବୋଲି ତୁମ୍ଭେ କାହିଁକି କହିଲ?” ଇସ୍ହାକ ତାଙ୍କୁ କହିଲେ, “ମୁଁ ଭୟ କରିଗଲି। ମୁଁ ଭାବିଲି, ତୁମ୍ଭେ ମୋତେ ହତ୍ୟାକରି ମୋର ସ୍ତ୍ରୀକୁ ନେଇଯିବ।” Viz kapitola |